Job 24:17 — Compare Translations

5 translations compared side by side

Odia - 1840
"ଦୁଷ୍ଟଲୋକ ପାଇଁ ଘନ ଅନ୍ଧକାର ରାତି ହିଁ ସକାଳ ସଦୃଶ। ସମାନେେ ଅନ୍ଧକାର ରେ ଭୟାନକତା ରେ ଅଭ୍ଯସ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଛାୟା ପରି ଅଟେ; ସେମାନେ ମୃତ୍ୟୁଛାୟାର ଭୟାନକତା ଜାଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକ ପାଇଁ ଘନ ଅନ୍ଧକାର ରାତି ହିଁ ସକାଳ ସଦୃଶ। ସେମାନେ ଅନ୍ଧକାରରେ ଭୟାନକତାରେ ଅଭ୍ୟସ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ; ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।”
Odia IRV 2017 (ଓଡିଆ ବାଇବେଲ)
କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ; ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।