Job 24:19 — Compare Translations
5 translations compared side by side
Odia - 1840
"ଯେପରି ଗରମ, ଶୁଖିଲା ପାଗ ଶୀତ ଦିନର ବରଫରୁ ଆସୁଥିବା ପାଣି ନଇୟୋଏ। ଠିକ୍ ସହେିଭଳି ସେ ପାପୀମାନେ କବରକୁ ବୁହା ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଗରମ, ଶୁଖିଲା ପାଗ ଶୀତ ଦିନର ବରଫରୁ ଆସୁଥିବା ପାଣି ନେଇଯାଏ। ଠିକ୍ ସେହିଭଳି ସେ ପାପୀମାନେ କବରକୁ ବୁହା ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ।