Job 24:2 — Compare Translations
5 translations compared side by side
Odia - 1840
"କହେି କହେି ବ୍ଯକ୍ତି ନିଜର ଜମିର ସୀମାକୁ ଘୁଞ୍ଚାଇ ପଡ଼ୋଶୀର ଜମି ମାରି ଦବୋକୁ ଚେଷ୍ଟା କରନ୍ତି। କହେି ଅନ୍ୟର ମଷେପଲ ହରଣ କରି ଅନ୍ୟ ଚରାଭୂମିକୁ ନଇେ ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“କେହି କେହି ନିଜର ଜମିର ସୀମାକୁ ଘୁଞ୍ଚାଇ ପଡ଼ୋଶୀର ଜମି ମାରି ଦେବାକୁ ଚେଷ୍ଟା କରନ୍ତି। କେହି ଅନ୍ୟର ମେଷପଲ ହରଣ କରି ଅନ୍ୟ ଚରାଭୂମିକୁ ନେଇ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।
Odia IRV 2017 (ଓଡିଆ ବାଇବେଲ)
କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।