Job 24:22 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ତାଙ୍କ ଶକ୍ତି ବ୍ଯବହାର କରନ୍ତି ଶକ୍ତିଶାଳୀ ଲୋକମାନଙ୍କୁ ଧ୍ବଂସ କରିବାକୁ। ଯଦିଓ ଦୁଷ୍ଟ ଲୋକ ହୁଏତ ଶକ୍ତିଶାଳୀ ସମାନେେ ତାଙ୍କ ନିଜ ଜୀବନ ବିଷଯ ରେ ନିଶ୍ଚଯତା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ତାଙ୍କ ଶକ୍ତି ବ୍ୟବହାର କରନ୍ତି, ଶକ୍ତିଶାଳୀ ଲୋକମାନଙ୍କୁ ଧ୍ୱଂସ କରିବାକୁ। ଯଦିଓ ଦୁଷ୍ଟ ଲୋକ ହୁଏତ ଶକ୍ତିଶାଳୀ ସେମାନେ ତାଙ୍କ ନିଜ ଜୀବନ ବିଷୟରେ ନିଶ୍ଚୟତା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ।