Job 24:23 — Compare Translations

5 translations compared side by side

Odia - 1840
"ଦୁଷ୍ଟଲୋକ ଅଳ୍ପ ସମୟ ପାଇଁ ନିଜକୁ ନିର୍ଭର ଓ ନିରାପଦ ମଣେ। ସମାନେେ ଶକ୍ତିଶାଳୀ ହବୋକୁ ଚେଷ୍ଟା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକ ଅଳ୍ପ ସମୟ ପାଇଁ ନିଜକୁ ନିର୍ଭର ଓ ନିରାପଦ ମଣେ। ସେମାନେ ଶକ୍ତିଶାଳୀ ହେବାକୁ ଚେଷ୍ଟା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।