Job 24:4 — Compare Translations

5 translations compared side by side

Odia - 1840
"ସମାନେେ ଗରିବ ଲୋକର ଗୃହରୁ ତଡ଼ିଦଇେ ଏଣତେଣେେ ବୁଲିବାକୁ ଛାଡ଼ି ଦିଅନ୍ତି। ଏହି ଗରିବମାନେ ସମାନଙ୍କେ କୋପରୁ ରକ୍ଷା ପାଇବାକୁ ଲୁଚି ବୁଲନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦୀନହୀନକୁ ବାଟରୁ ତଡ଼ିଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗରିବ ଲୋକର ଗୃହରୁ ତଡ଼ିଦେଇ ଏଣେତେଣେ ବୁଲିବାକୁ ଛାଡ଼ିଦିଅନ୍ତି। ଏହି ଗରିବମାନେ ସେମାନଙ୍କ କୋପରୁ ରକ୍ଷା ପାଇବାକୁ ଲୁଚି ବୁଲନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।