Job 24:5 — Compare Translations

5 translations compared side by side

Odia - 1840
"ଗରୀବ ଲୋକମାନେ ବଣୁଆ ଗଧଭଳି ମରୁଭୂମିରେ ଖାଦ୍ୟ ଅନ୍ବଷେଣ ରେ ଉଚ୍ଚସ୍ଥଳ ଘୁରି ବୁଲନ୍ତି। ସମାନେେ ପ୍ରାତଃକାଳରୁ ଉଠି ଖାଦ୍ୟ ଅନ୍ବଷେଣ ରେ ବୁଲନ୍ତି। ସମାନେେ ନିଜ ପିଲାମାନଙ୍କ ଖାଦ୍ୟ ପାଇଁ ବିଳମ୍ବିତ ସନ୍ଧ୍ଯା ପର୍ୟ୍ଯନ୍ତ ପରିଶ୍ରମ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯନିପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
“ଗରିବ ଲୋକମାନେ ବଣୁଆ ଗଧଭଳି ମରୁଭୂମିରେ ଖାଦ୍ୟ ଅନ୍ୱେଷଣରେ ଉଚ୍ଚସ୍ଥଳ ଘୁରି ବୁଲନ୍ତି। ସେମାନେ ପ୍ରାତଃକାଳରୁ ଉଠି ଖାଦ୍ୟ ଅନ୍ୱେଷଣରେ ବୁଲନ୍ତି। ସେମାନେ ନିଜ ପିଲାମାନଙ୍କ ଖାଦ୍ୟ ପାଇଁ ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ପରିଶ୍ରମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।