Job 24:6 — Compare Translations

5 translations compared side by side

Odia - 1840
"ଗରିବ ଲୋକମାନେ ବହୁତ ବିଳମ୍ବିତ ରାତ୍ରିୟାଏ ଫସଲ ଅମଳ କରନ୍ତି। ସମେନେ ନିଶ୍ଚଯ ଧନୀ ଲୋକମାନଙ୍କ ପାଇଁ ତାଙ୍କ ଅଙ୍ଗୁର କ୍ଷେତ୍ର ରେ ଅଙ୍ଗୁର ସଂଗ୍ରହ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଗରିବ ଲୋକମାନେ ବହୁତ ବିଳମ୍ବିତ ରାତ୍ରିଯାଏ ଫସଲ ଅମଳ କରନ୍ତି। ସେମନେ ନିଶ୍ଚୟ ଧନୀ ଲୋକମାନଙ୍କ ପାଇଁ ତାଙ୍କ ଅଙ୍ଗୁର କ୍ଷେତ୍ରରେ ଅଙ୍ଗୁର ସଂଗ୍ରହ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।