Job 24:7 — Compare Translations

5 translations compared side by side

Odia - 1840
"ଗରିବ ଲୋକେ ବିନା ବସ୍ତ୍ର ରେ ସାରା ରାତି ଶଯନ କରନ୍ତି। ଶୀତରୁ ରକ୍ଷା ପାଇବା ପାଇଁ ସମାନଙ୍କେ ନିକଟରେ ଘାଡ଼ୋଇବା ବସ୍ତ୍ର ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ରାତ୍ରିଯାକ ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଗରିବ ଲୋକେ ବିନା ବସ୍ତ୍ରରେ ସାରା ରାତି ଶୟନ କରନ୍ତି। ଶୀତରୁ ରକ୍ଷା ପାଇବା ପାଇଁ ସେମାନଙ୍କ ନିକଟରେ ଘୋଡ଼ାଇବା ବସ୍ତ୍ର ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।