Job 25:2 — Compare Translations

5 translations compared side by side

Odia - 1840
"ପରମେଶ୍ବର ରାଜ୍ଯ କରନ୍ତି। ସେ ଲୋକଙ୍କୁ ଭୟାଳୁ କରନ୍ତି ଓ ତାକୁ ସମ୍ମାନ କରନ୍ତି। ସେ ସ୍ବର୍ଗ ରାଜ୍ଯ ରେ ଶାନ୍ତି ସ୍ଥାପନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁତ୍ଵ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ରାଜ୍ୟ କରନ୍ତି। ସେ ଲୋକଙ୍କୁ ଭୟାଳୁ କରନ୍ତି ଓ ତାକୁ ସମ୍ମାନ କରନ୍ତି। ସେ ସ୍ୱର୍ଗ ରାଜ୍ୟରେ ଶାନ୍ତି ସ୍ଥାପନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।