Job 25:3 — Compare Translations
5 translations compared side by side
Odia - 1840
"କହେି ବ୍ଯକ୍ତି ତାଙ୍କର ତାରାଗଣର ସଂଖ୍ଯା ଗଣନା କରିପାରିବେ ନାହିଁ। ସେ ସମସ୍ତଙ୍କୁ ସମାନ ଭାବରେ ସୂର୍ୟ୍ଯକିରଣ ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?
Odia Bible ERV 2004 (ପବିତ୍ର ବାଇବଲ)
କେହି ତାଙ୍କର ତାରାଗଣର ସଂଖ୍ୟା ଗଣନା କରି ପାରିବେ ନାହିଁ। ସେ ସମସ୍ତଙ୍କୁ ସମାନ ଭାବରେ ସୂର୍ଯ୍ୟକିରଣ ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?