Job 25:5 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଦୃଷ୍ଟି ରେ ଚନ୍ଦ୍ର ମଧ୍ଯ ପବିତ୍ର ଓ ଦୀପ୍ତିମାନ ନୁହେଁ। ଏପରିକି ନକ୍ଷତ୍ର ସମୂହ ମଧ୍ଯ ନିର୍ମଳ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଦୃଷ୍ଟିରେ ଚନ୍ଦ୍ର ମଧ୍ୟ ପବିତ୍ର ଓ ଦୀପ୍ତିମାନ ନୁହେଁ। ଏପରିକି ନକ୍ଷତ୍ର ସମୂହ ମଧ୍ୟ ନିର୍ମଳ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି;
Odia IRV 2017 (ଓଡିଆ ବାଇବେଲ)
ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି;