Job 25:6 — Compare Translations
5 translations compared side by side
Odia - 1840
"ଲୋକମାନେ ବହୁତ କମ ନିର୍ମଳ। ଲୋକମାନେ କୀଟାଣୁ ପରି ମୂଲ୍ଯହୀନ ଜୀବାଣୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ବହୁତ କମ୍ ନିର୍ମଳ। ଲୋକମାନେ କୀଟାଣୁ ପରି ମୂଲ୍ୟହୀନ ଜୀବାଣୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”
Odia IRV 2017 (ଓଡିଆ ବାଇବେଲ)
ତେବେ କୀଟମାତ୍ର ମନୁଷ୍ୟ କ’ଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ’ଣ?