Job 26:10 — Compare Translations
5 translations compared side by side
Odia - 1840
"ପରମେଶ୍ବର ସମୁଦ୍ର ରେ ଆକାଶ ଓ ପୃଥିବୀ ମଧିଅରେ ଦିଗବଳଯ ସୃଷ୍ଟି କରନ୍ତି। ଯେଉଁଠା ରେ ଆଲୋକ ଓ ଅନ୍ଧକାର ପରସ୍ପର ସହିତ ମିଳିତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦୀପ୍ତି ଓ ଅନ୍ଧକାରର ପ୍ରା; ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସମୁଦ୍ରରେ ଆକାଶ ଓ ପୃଥିବୀ ମଧ୍ୟରେ ଦିଗ୍ବଳୟ ସୃଷ୍ଟି କରନ୍ତି। ଯେଉଁଠାରେ ଆଲୋକ ଓ ଅନ୍ଧକାର ପରସ୍ପର ସହିତ ମିଳିତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।