Job 26:11 — Compare Translations

5 translations compared side by side

Odia - 1840
"ଯେଉଁ ଭିତ୍ତିମୂଳଗୁଡ଼ିକ ଉପରେ ଆକାଶ ମଣ୍ଡଳ ଅବସ୍ଥିତ ପରମେଶ୍ବର ତାକୁ ଧମକ ଦେଲେ ଉଭୟ କମ୍ପି ଉେଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶମଣ୍ତଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଭିତ୍ତିମୂଳଗୁଡ଼ିକ ଉପରେ ଆକାଶ ମଣ୍ଡଳ ଅବସ୍ଥିତ ପରମେଶ୍ୱର ତାକୁ ଧମକ ଦେଲେ ଉଭୟ କମ୍ପି ଉଠେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।