Job 26:12 — Compare Translations

5 translations compared side by side

Odia - 1840
"ପରମେଶ୍ବର ନିଜ ଶକ୍ତି ବଳ ରେ ସମୁଦ୍ରକୁ ଶାନ୍ତ କରନ୍ତି। ତାଙ୍କ ଜ୍ଞାନ ବଳ ରେ ସମୁଦ୍ର ରାକ୍ଷସ ରାହବ କ୍ଷତାକ୍ତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନିଜ ଶକ୍ତି ବଳରେ ସମୁଦ୍ରକୁ ଶାନ୍ତ କରନ୍ତି। ତାଙ୍କ ଜ୍ଞାନ ବଳରେ ସମୁଦ୍ର ରାକ୍ଷସ ରାହାବ କ୍ଷତାକ୍ତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।