Job 26:13 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଶ୍ବାସ ଦ୍ବାରା ଆକାଶ ନିର୍ମଳ ଶାେଭାପାଏ। ପରମେଶ୍ବରଙ୍କ ହସ୍ତଦ୍ବାରା ପଳାଇୟିବା ସମୁଦ୍ର ସାପ ବନ୍ଦୀ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଶ୍ଵାସ ଦ୍ଵାରା ଆକାଶମଣ୍ତଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଶ୍ୱାସ ଦ୍ୱାରା ଆକାଶ ନିର୍ମଳ ଶୋଭାପାଏ। ପରମେଶ୍ୱରଙ୍କ ହସ୍ତଦ୍ୱାରା ପଳାଇଯିବା ସମୁଦ୍ର ସାପ ବନ୍ଦୀ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।