Job 26:14 — Compare Translations

5 translations compared side by side

Odia - 1840
"ଏହି କେତକେ ଆଶ୍ଚର୍ୟ୍ଯ ବିଷଯ ପରମେଶ୍ବର କରନ୍ତି। ତାଙ୍କ ବିଷଯ ରେ ଆମ୍ଭେ କବଳେ ଗୋଟିଏ ମୃଦୁ ଶବ୍ଦ ଶୁଣୁ। ସମ୍ଭବତଃ କିଏ ତାଙ୍କର ବଜ୍ରନାଦର ଶକ୍ତି ବୁଝିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ଵର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?
Odia Bible ERV 2004 (ପବିତ୍ର ବାଇବଲ)
ଏହି କେତେକ ଆଶ୍ଚର୍ଯ୍ୟ ବିଷୟ ପରମେଶ୍ୱର କରନ୍ତି। ତାଙ୍କ ବିଷୟରେ ଆମ୍ଭେ କେବଳ ଗୋଟିଏ ମୃଦୁ ଶବ୍ଦ ଶୁଣୁ। ସମ୍ଭବତଃ କିଏ ତାଙ୍କର ବଜ୍ରନାଦର ଶକ୍ତି ବୁଝିପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”