Job 26:2 — Compare Translations

5 translations compared side by side

Odia - 1840
"କମେିତି ତୁମ୍ଭେ ଜଣକୁ ସାହାୟ୍ଯ କରିଛ, ଯାହାର ଶକ୍ତି ନାହିଁ? ତୁମ୍ଭେ କମେିତି ଜଣକୁ ସାହାୟ୍ଯ କଲ ଯାହାର ବାହୁ ରେ ନିଜକୁ ରକ୍ଷା କରିବା ପାଇଁ ସାମର୍ଥ୍ଯ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛଣ!
Odia Bible ERV 2004 (ପବିତ୍ର ବାଇବଲ)
“କେମିତି ତୁମ୍ଭେ ଜଣକୁ ସାହାଯ୍ୟ କରିଛ, ଯାହାର ଶକ୍ତି ନାହିଁ! ତୁମ୍ଭେ କେମିତି ଜଣକୁ ସାହାଯ୍ୟ କଲ ଯାହାର ବାହୁରେ ନିଜକୁ ରକ୍ଷା କରିବା ପାଇଁ ସାମର୍ଥ୍ୟ ନାହିଁ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!