Job 26:5 — Compare Translations

5 translations compared side by side

Odia - 1840
"ପ୍ ରତଗେଣ ପାତାଳ ରେ ଥିବା ଜଳ ରେ କମ୍ପି ଉଠନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେତଗଣ ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରେତଗଣ ପାତାଳରେ ଥିବା ଜଳରେ କମ୍ପି ଉଠନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।