Job 26:6 — Compare Translations
5 translations compared side by side
Odia - 1840
"କିନ୍ତୁ ପରମେଶ୍ବର ସହେି ମୃତ ଲୋକକୁ ପରିଷ୍କାର ଭାବରେ ଦେଖିପାରନ୍ତି। ମୃତ୍ଯୁ ପରମେଶ୍ବରଙ୍କ ପାଖରୁ ଲୁଚିରହି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ଅବଦ୍ଦୋନର କୌଣସି ଆବରଣ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ସେହି ମୃତ ଲୋକକୁ ପରିଷ୍କାର ଭାବରେ ଦେଖି ପାରନ୍ତି। ମୃତ୍ୟୁ ପରମେଶ୍ୱରଙ୍କ ପାଖରୁ ଲୁଚିରହି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ।