Job 26:7 — Compare Translations

5 translations compared side by side

Odia - 1840
"ପରମେଶ୍ବର ଉତ୍ତର ଆକାଶ ବିସ୍ତାର କରନ୍ତି, ଶୂନ୍ଯ ସ୍ଥାନ ରେ ପରମେଶ୍ବର ପୃଥିବୀକୁ ଶୂନ୍ଯ ରେ ଟଙ୍ଗାଇ ରଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଉତ୍ତର ଆକାଶ ବିସ୍ତାର କରନ୍ତି, ଶୂନ୍ୟ ସ୍ଥାନରେ ପରମେଶ୍ୱର ପୃଥିବୀକୁ ଶୂନ୍ୟରେ ଟଙ୍ଗାଇ ରଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।