Job 26:8 — Compare Translations

5 translations compared side by side

Odia - 1840
"ତଥାପି ପରମେଶ୍ବର ସହେି ବହୁତ ଭାରୀ ଓଜନ ଦ୍ବାରା ମେଘକୁ ଭାଙ୍ଗି ଖୋଲନ୍ତି ନାହିଁ। ଘନବାଦଲକୁ ଜଳକଣା ୟୁକ୍ତ କରନ୍ତି। କିନ୍ତୁ ପରମେଶ୍ବର ଏତେ ଭାରୀ ହେଲବେି ମେଘ ଖଣ୍ଡ ଖଣ୍ଡ ହାଇେ ଖାଲିୟୋଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ପରମେଶ୍ୱର ସେହି ବହୁତ ଭାରୀ ଓଜନ ଦ୍ୱାରା ମେଘକୁ ଭାଙ୍ଗି ଖୋଲନ୍ତି ନାହିଁ। ଘନବାଦଲକୁ ଜଳକଣା ଯୁକ୍ତ କରନ୍ତି। କିନ୍ତୁ ପରମେଶ୍ୱର ଏତେ ଭାରୀ ହେଲେବି ମେଘ ଖଣ୍ଡ ଖଣ୍ଡ ହୋଇ ଖୋଲିଯାଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକୁ ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।