Job 26:9 — Compare Translations

5 translations compared side by side

Odia - 1840
"ପରମେଶ୍ବର ପୂର୍ଣ୍ଣମୀ ଚନ୍ଦ୍ରର ମୁଖକୁ ଘାଡ଼ୋଇ ଦିଅନ୍ତି। ସେ ତାହାକୁ ବାଦଲ ଦ୍ବାରା ଆଚ୍ଛାଦିତ କରି ଲୁଚାଇ ପକାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୂର୍ଣ୍ଣମୀ ଚନ୍ଦ୍ରର ମୁଖକୁ ଘୋଡ଼ାଇ ଦିଅନ୍ତି। ସେ ତାହାକୁ ବାଦଲ ଦ୍ୱାରା ଆଚ୍ଛାଦିତ କରି ଲୁଗ୍ଭଇ ପକାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।