Job 27:10 — Compare Translations
5 translations compared side by side
Odia - 1840
"ସହେି ଲୋକ କ'ଣ ସର୍ବଶକ୍ତିମାନଙ୍କୁ ଗୁହାରି କରି ଆନନ୍ଦ ଅନୁଭବ କରିବ। ସେ ସବୁ ସମୟରେ ପରମେଶ୍ବରଙ୍କୁ ଡ଼ାକିବା ଉଚିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କି ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ? ଓ ସବୁ ସମୟରେ ପରମେଶ୍ଵରଙ୍କୁ ଡାକିବ?
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ କ’ଣ ସର୍ବଶକ୍ତିମାନଙ୍କୁ ଗୁହାରି କରି ଆନନ୍ଦ ଅନୁଭବ କରିବ? ସେ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବା ଉଚିତ୍ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କି ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ?
Odia IRV 2017 (ଓଡିଆ ବାଇବେଲ)
ସେ କି ସର୍ବଶକ୍ତିମାନ ପରମେଶ୍ଵରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ?