Job 27:11 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ପରମେଶ୍ବରଙ୍କ ଶକ୍ତି ସମ୍ପର୍କ ରେ ଶିକ୍ଷା ଦବେି। ମୁଁ ପରମେଶ୍ବରଙ୍କ କୌଣସି ଯୋଜନା ତୁମ୍ଭଠା ରେ ଲୁଚାଇବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପରମେଶ୍ଵରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ପରମେଶ୍ୱରଙ୍କ ଶକ୍ତି ସମ୍ପର୍କରେ ଶିକ୍ଷା ଦେବି। ମୁଁ ପରମେଶ୍ୱରଙ୍କ କୌଣସି ଯୋଜନା ତୁମ୍ଭଠାରେ ଲୁଗ୍ଭଇବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ।