Job 27:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଜ ଆଖି ରେ ପରମେଶ୍ବରଙ୍କ ଶକ୍ତି ଦେଖିଛ। ତେଣୁ କାହିଁକି ତୁମ୍ଭେ ସହେି ବାଜେ କଥା କହୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କିହେତୁ ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଜ ଆଖିରେ ପରମେଶ୍ୱରଙ୍କ ଶକ୍ତି ଦେଖିଛ। ତେଣୁ କାହିଁକି ତୁମ୍ଭେ ସେହି ବାଜେ କଥା କହୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ?”
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ?