Job 27:13 — Compare Translations
5 translations compared side by side
Odia - 1840
"ତେଣୁ ଏହା ହିଁ ପରମେଶ୍ବରଙ୍କ ଇଚ୍ଛା ଦୁଷ୍ଟଲୋକଙ୍କ ପାଇଁ, ଏହା ହିଁ ସର୍ବଶକ୍ତିମାନ ପରମେଶ୍ବରଙ୍କ ଇଚ୍ଛା ନିଷ୍ଠୁର ଲୋକମାନଙ୍କ ପ୍ରତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ଏହା ହିଁ ପରମେଶ୍ୱରଙ୍କ ଇଚ୍ଛା ଦୁଷ୍ଟଲୋକଙ୍କ ପାଇଁ, ଏହା ହିଁ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଇଚ୍ଛା ନିଷ୍ଠୁର ଲୋକମାନଙ୍କ ପ୍ରତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପରମେଶ୍ୱରଙ୍କ ନିକଟରେ ଦୁଷ୍ଟ ଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାରପ୍ରାପ୍ତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି।