Job 27:14 — Compare Translations

5 translations compared side by side

Odia - 1840
"ଜଣେ ଦୁଷ୍ଟ ଲୋକର ବହୁତ ସନ୍ତାନ ଥାଇ ପାରନ୍ତି। ତା'ର ସମସ୍ତ ସନ୍ତାନ ୟୁଦ୍ଧ ରେ ମୃତ୍ଯୁବରଣ କରିବେ। ଦୁଷ୍ଟ ଲୋକର ପିଲାମାନେ ଖାଇବାକୁ ୟଥେଷ୍ଟ ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ଼୍‍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଦୁଷ୍ଟ ଲୋକର ବହୁତ ସନ୍ତାନ ଥାଇ ପାରନ୍ତି। ତା’ର ସମସ୍ତ ସନ୍ତାନ ଯୁଦ୍ଧରେ ମୃତ୍ୟୁବରଣ କରିବେ। ଦୁଷ୍ଟ ଲୋକର ପିଲାମାନେ ଖାଇବାକୁ ଯଥେଷ୍ଟ ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।