Job 27:15 — Compare Translations
5 translations compared side by side
Odia - 1840
"ତା'ର ସମସ୍ତ ପିଲାମାନେ ମରିବେ ଏବଂ ତା'ର ବିଧବାମାନେ ଦୁଃଖ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁରେ କବରସ୍ଥ ହେବେ ଓ ତାହାର ବିଧବାମାନେ କିଛି ବିଳାପ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ସମସ୍ତ ପିଲାମାନେ ମରିବେ ଏବଂ ତା’ର ବିଧବାମାନେ ଦୁଃଖ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ସେମାନଙ୍କର ବିଧବାମାନେ କିଛି ବିଳାପ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ସେମାନଙ୍କର ବିଧବାମାନେ କିଛି ବିଳାପ କରିବେ ନାହିଁ।