Job 27:16 — Compare Translations
5 translations compared side by side
Odia - 1840
"ଜଣେ ଦୁଷ୍ଟ ଲୋକ ହୁଏତ ବହୁତ ରୂପା ପାଇବ, ତାହା ତା' ପ୍ରତି ମଇଳା ପରି। ତା'ର ହୁଏତ ଏତେ ଲୁଗା ଥିବ, ଯାହା ତା' ପ୍ରତି ମାଟିଗଦା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଦୁଷ୍ଟ ଲୋକ ହୁଏତ ବହୁତ ରୂପା ପାଇବ, ତାହା ତା’ ପ୍ରତି ମଇଳା ପରି। ତା’ର ହୁଏତ ଏତେ ଲୁଗା ଥିବ, ଯାହା ତା’ ପ୍ରତି ମାଟିଗଦା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,