Job 27:17 — Compare Translations
5 translations compared side by side
Odia - 1840
"କିନ୍ତୁ ଜଣେ ଧାର୍ମିକ ଲୋକ ତା'ର ପୋଷାକ ପିନ୍ଧିବାକୁ ପାଇବ। ନିରୀହ ଲୋକ ତା'ର ରୂପାସବୁ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜଣେ ଧାର୍ମିକ ଲୋକ ତା’ର ପୋଷାକ ପିନ୍ଧିବାକୁ ପାଇବ। ନିରୀହ ଲୋକ ତା’ର ରୂପାସବୁ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ।
Odia IRV 2017 (ଓଡିଆ ବାଇବେଲ)
ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ।