Job 27:18 — Compare Translations
5 translations compared side by side
Odia - 1840
"ଜଣେ ଦୁଷ୍ଟ ଲୋକର ଗୃହ ତିଆରି କଲେ ବି ଏହା ବେଶୀଦିନ ତିଷ୍ଠିବ ନାହିଁ। ଏହା ବୁଢ଼ିଆଣୀ ଜାଲଭଳି ହବେ କିମ୍ବା ପ୍ରହରୀର ତମ୍ବୁଭଳି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଦୁଷ୍ଟ ଲୋକର ଗୃହ ତିଆରି କଲେ ବି ଏହା ବେଶୀଦିନ ତିଷ୍ଠିବ ନାହିଁ। ଏହା ବୁଢ଼ିଆଣୀ ଜାଲଭଳି ହେବ କିମ୍ବା ପ୍ରହରୀର ତମ୍ବୁଭଳି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ।
Odia IRV 2017 (ଓଡିଆ ବାଇବେଲ)
ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ।