Job 27:19 — Compare Translations
5 translations compared side by side
Odia - 1840
"ଦୁଷ୍ଟ ବ୍ଯକ୍ତି ଶାଇେବାକୁ ଗଲା ବେଳେ ତା' ପାଖ ରେ ଅମାପ ଧନ ଥିବ କିନ୍ତୁ ସକାଳୁ ସେ ଆଖି ଖାଲିବୋ ମାତ୍ ରେ ତା'ର ଧନ ଆଉ ନ ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ବ୍ୟକ୍ତି ଶୋଇବାକୁ ଗଲାବେଳେ ତା’ ପାଖରେ ଅମାପ ଧନ ଥିବ କିନ୍ତୁ ସକାଳୁ ସେ ଆଖି ଖୋଲିବା ମାତ୍ରେ ତା’ର ଧନ ଆଉ ନ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ।