Job 27:2 — Compare Translations

5 translations compared side by side

Odia - 1840
"ପ୍ରକୃତ ରେ ପରମେଶ୍ବର ଜୀବିତ ଏବଂ ଯେତେ ସତ୍ଯ ଭାବରେ ସେ ଅଛନ୍ତି, ସେ ସତ ରେ ମାେ ପ୍ରତି ଅନ୍ଯାଯ କରିଛନ୍ତି। ପରମେଶ୍ବର, ସର୍ବଶକ୍ତିମାନ ମାେ ଜୀବନ ତିକ୍ତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର, ଯେ ମୋହର ସ୍ଵତ୍ଵ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରକୃତରେ ପରମେଶ୍ୱର ଜୀବିତ ଏବଂ ଯେତେ ସତ୍ୟ ଭାବରେ ସେ ଅଛନ୍ତି, ସେ ସତରେ ମୋ’ ପ୍ରତି ଅନ୍ୟାୟ କରିଛନ୍ତି। ପରମେଶ୍ୱର, ସର୍ବଶକ୍ତିମାନ ମୋ’ ଜୀବନ ତିକ୍ତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
“ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;