Job 27:20 — Compare Translations

5 translations compared side by side

Odia - 1840
"ଆତଙ୍କ ତା' ବିରୁଦ୍ଧ ରେ ହଠାତ୍ ବନ୍ଯା ପରି ଆସିବ। ଏବଂ ବାତ୍ଯା ରାତି ରେ ଆସି ତାକୁ ଉଡ଼ାଇ ନଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ ।
Odia Bible ERV 2004 (ପବିତ୍ର ବାଇବଲ)
ଆତଙ୍କ ତା’ ବିରୁଦ୍ଧରେ ହଠାତ୍ ବନ୍ୟା ପରି ଆସିବ। ଏବଂ ବାତ୍ୟା ରାତିରେ ଆସି ତାକୁ ଉଡ଼ାଇ ନେଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରିନିଏ।
Odia IRV 2017 (ଓଡିଆ ବାଇବେଲ)
ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ।