Job 27:21 — Compare Translations
5 translations compared side by side
Odia - 1840
"ପୂର୍ବ ଦିଗର ପବନ ତାକୁ ଉଡ଼ାଇ ନବେ। ସେ ଚିରଦିନ ପାଇଁ ବିଦାଯ ନବେ, ଝଡ଼ ତାକୁ ତା'ର ଘରୁ ଉଡ଼ାଇ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ଵସ୍ଥାନରୁ ଝାଡ଼ି ନିଏ ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବ ଦିଗର ପବନ ତାକୁ ଉଡ଼ାଇ ନେବ। ସେ ଚିରଦିନ ପାଇଁ ବିଦାୟ ନେବ, ଝଡ଼ ତାକୁ ତା’ର ଘରୁ ଉଡ଼ାଇ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱ ସ୍ଥାନରୁ ଝାଡ଼ି ନିଏ।
Odia IRV 2017 (ଓଡିଆ ବାଇବେଲ)
ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱସ୍ଥାନରୁ ଝାଡ଼ି ନିଏ।