Job 27:22 — Compare Translations

5 translations compared side by side

Odia - 1840
"ଦୁଷ୍ଟ ବ୍ଯକ୍ତି ସହେି ଝଡ଼ରୁ ରକ୍ଷା ପାଇବାକୁ ସକଳ ପ୍ରକାର ଚେଷ୍ଟା କରିବ। କିନ୍ତୁ ସହେି ଝଡ଼ ତାକୁ ନିର୍ଦ୍ଦଯ ଭାବର ଆଘାତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପରମେଶ୍ଵର ଦୟା ନ କରି ତାହା ପ୍ରତି (ତୀର) ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ବ୍ୟକ୍ତି ସେହି ଝଡ଼ରୁ ରକ୍ଷା ପାଇବାକୁ ସକଳ ପ୍ରକାର ଚେଷ୍ଟା କରିବ। କିନ୍ତୁ ସେହି ଝଡ଼ ତାକୁ ନିର୍ଦ୍ଦୟ ଭାବର ଆଘାତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।