Job 27:23 — Compare Translations

5 translations compared side by side

Odia - 1840
"ଲୋକେ ତାକୁ ଦେଖି ତାଳି ମାରିବେ। ଯେତବେେଳେ ସେ ନିଜ ଘରୁ ଦୌଡ଼ି ପଳାଇବାକୁ ଚେଷ୍ଟା କରୁଥିବ, ଲୋକେ ହୁଇସିଲ ମାରି ଦେଖୁଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଶ୍ ମାରି ତାହାକୁ ସ୍ଵସ୍ଥାନରୁ ଦୂର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ତାକୁ ଦେଖି ତାଳି ମାରିବେ। ଯେତେବେଳେ ସେ ନିଜ ଘରୁ ଦୌଡ଼ି ପଳାଇବାକୁ ଚେଷ୍ଟା କରୁଥିବ, ଲୋକେ ହୁଇସିଲ ମାରି ଦେଖୁଥିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍‍ ମାରି ତାହାକୁ ସ୍ୱ ସ୍ଥାନରୁ ଦୂର କରିବେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍‍ ମାରି ତାହାକୁ ସ୍ୱସ୍ଥାନରୁ ଦୂର କରିବେ।