Job 27:4 — Compare Translations
5 translations compared side by side
Odia - 1840
"ଏହାପରେ ମାେ ଓଠରୁ ଖରାପ ବିଷଯ ବାହାରିବ ନାହିଁ। ମାରେ ଜିହ୍ବା ମିଥ୍ଯାକଥା କହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ଵା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋ’ ଓଠରୁ ଖରାପ ବିଷୟ ବାହାରିବ ନାହିଁ। ମୋର ଜିହ୍ୱା ମିଥ୍ୟାକଥା କହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ମୋ’ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ।