Job 27:5 — Compare Translations
5 translations compared side by side
Odia - 1840
"ମୁଁ କବେେ ମାନିବି ନାହିଁ ତୁମ୍ଭେ ସତ୍ଯ। ମୁଁ ମଲା ପର୍ୟ୍ଯନ୍ତ କହିୟିବି ଯେ, ମୁଁ ନିରପରାଧ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କେବେ ମାନିବି ନାହିଁ ତୁମ୍ଭେ ସତ୍ୟ। ମୁଁ ମଲା ପର୍ଯ୍ୟନ୍ତ କହିଯିବି ଯେ, ମୁଁ ନିରପରାଧ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।