Job 27:7 — Compare Translations
5 translations compared side by side
Odia - 1840
"ଲୋକେ ମାେ ବିରୁଦ୍ଧ ରେ ଛିଡ଼ା ହବେେ। ମୁଁ ଆଶା କରୁଛି ମାରେ ଶତ୍ରୁମାନେ ଦଣ୍ଡ ପାଇଥିବେ ଦୁଷ୍ଟ ଲୋକଙ୍କ ଭଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ମୋ’ ବିରୁଦ୍ଧରେ ଛିଡ଼ା ହେବେ। ମୁଁ ଆଶା କରୁଛି ମୋର ଶତ୍ରୁମାନେ ଦୁଷ୍ଟ ଲୋକଙ୍କ ଭଳି ଦଣ୍ଡ ପାଇଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ।
Odia IRV 2017 (ଓଡିଆ ବାଇବେଲ)
ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋ’ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ।