Job 27:8 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କଠା ରେ ଆସ୍ଥା ବିହୀନ ବ୍ଯକ୍ତି ମୃତ୍ଯୁ ସମୟରେ କ'ଣ ଆଶା କରିବ? ଯେତବେେଳେ ପରମେଶ୍ବର ତା'ର ପ୍ରାଣ ନିଅନ୍ତି, ସହେି ଲୋକର କୌଣସି ଆଶା ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅଧାର୍ମିକ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ଵର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରେ ଆସ୍ଥା ବିହୀନ ବ୍ୟକ୍ତି ମୃତ୍ୟୁ ସମୟରେ କ’ଣ ଆଶା କରିବ? ଯେତେବେଳେ ପରମେଶ୍ୱର ତା’ର ପ୍ରାଣ ନିଅନ୍ତି, ସେହି ଲୋକର କୌଣସି ଆଶା ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?
Odia IRV 2017 (ଓଡିଆ ବାଇବେଲ)
କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?