Job 28:1 — Compare Translations

5 translations compared side by side

Odia - 1840
"ଏପରି ଖଣିସବୁ ଅଛି ଯେଉଁଠା ରେ ରୂପା ମିଳେ। ଏପରି ସ୍ଥାନସବୁ ଅଛି। ଯେଉଁଠା ରେ ସୁନାକୁ ତରଳାଇ ଶୁଦ୍ଧ କରାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନର ମହତ୍ତ୍ୱ “ଏପରି ଖଣିସବୁ ଅଛି ଯେଉଁଠାରେ ରୂପା ମିଳେ। ଏପରି ସ୍ଥାନସବୁ ଅଛି, ଯେଉଁଠାରେ ସୁନାକୁ ତରଳାଇ ଶୁଦ୍ଧ କରାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।