Job 28:10 — Compare Translations

5 translations compared side by side

Odia - 1840
"ଶ୍ରମିକମାନେ ପଥର କାଟି ସୁଡ଼ଙ୍ଗ ତିଆରି କରନ୍ତି। ସମାନେେ ପଥର ତଳେ ଥିବା ରତ୍ନ ଭଣ୍ଡାରର ସନ୍ଧାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ ।
Odia Bible ERV 2004 (ପବିତ୍ର ବାଇବଲ)
ଶ୍ରମିକମାନେ ପଥର କାଟି ସୁଡ଼ଙ୍ଗ ତିଆରି କରନ୍ତି। ସେମାନେ ପଥର ତଳେ ଥିବା ରତ୍ନ ଭଣ୍ଡାରର ସନ୍ଧାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।
Odia IRV 2017 (ଓଡିଆ ବାଇବେଲ)
ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।