Job 28:11 — Compare Translations
5 translations compared side by side
Odia - 1840
"ଶ୍ରମିକମାନେ ବନ୍ଧ ତିଆରି କରନ୍ତି ପାଣିର ଗତି ବନ୍ଦ କରିବା ପାଇଁ। ସମାନେେ ଲୁଚିବା ବସ୍ତୁକୁ ଆଲୁଅକୁ ଆଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ ।
Odia Bible ERV 2004 (ପବିତ୍ର ବାଇବଲ)
ଶ୍ରମିକମାନେ ବନ୍ଧ ତିଆରି କରନ୍ତି ପାଣିର ଗତି ବନ୍ଦ କରିବା ପାଇଁ। ସେମାନେ ଲୁଚିବା ବସ୍ତୁକୁ ଆଲୁଅକୁ ଆଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।
Odia IRV 2017 (ଓଡିଆ ବାଇବେଲ)
ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।