Job 28:12 — Compare Translations
5 translations compared side by side
Odia - 1840
"କିନ୍ତୁ କେଉଁଠି ଜଣେ ଲୋକ ଜ୍ଞାନ ପାଇବ? କେଉଁଠାକୁ ଆମ୍ଭେ ୟିବା ଜ୍ଞାତ ହବୋ ପାଇଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ?
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ କେଉଁଠି ଜଣେ ଲୋକ ଜ୍ଞାନ ପାଇବ? ଜ୍ଞାତ ହେବା ପାଇଁ କେଉଁଠାକୁ ଆମ୍ଭେ ଯିବା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ?