Job 28:13 — Compare Translations

5 translations compared side by side

Odia - 1840
"ଆମ୍ଭେ ଜାଣୁନା ଜ୍ଞାନର ମୂଲ୍ଯ କେତେ। ପୃଥିବୀର ଲୋକେ ଖଣି ଖାେଳି ଜ୍ଞାନର ଭଣ୍ଡାର ପାଇ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜାଣୁନା ଜ୍ଞାନର ମୂଲ୍ୟ କେତେ। ପୃଥିବୀର ଲୋକେ ଖଣି ଖୋଳି ଜ୍ଞାନର ଭଣ୍ଡାର ପାଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।