Job 28:14 — Compare Translations
5 translations compared side by side
Odia - 1840
"ମହାସାଗର କ ହେ, 'ଜ୍ଞାନ ମାେ ପାଖ ରେ ନାହିଁ।' ସମୁଦ୍ର କ ହେ, 'ତାହା ମାେ ପାଖ ରେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାରିଧି କହେ, ତାହା ମୋʼଠାରେ ନାହିଁ; ପୁଣି, ସମୁଦ୍ର କହେ, ତାହା ମୋʼଠାରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମହାସାଗର କହେ, ‘ଜ୍ଞାନ ମୋ’ ପାଖରେ ନାହିଁ।’ ସମୁଦ୍ର କହେ, ‘ତାହା ମୋ’ ପାଖରେ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’ ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ବାରିଧି କହେ, ତାହା ମୋ’ଠାରେ ନାହିଁ; ପୁଣି, ସମୁଦ୍ର କହେ, ତାହା ମୋ’ଠାରେ ନାହିଁ।