Job 28:15 — Compare Translations

5 translations compared side by side

Odia - 1840
"ତୁମ୍ଭେ ଜ୍ଞାନକୁ ଶୁଦ୍ଧ ସୁବର୍ଣ୍ଣର ବିନିମଯ ରେ କିଣି ପାରିବ ନାହିଁ। ପୃଥିବୀ ରେ ଏତେ ରୂପା ମହଜୁଦ ନାହିଁ ଜ୍ଞାନକୁ କିଣିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁବର୍ଣ୍ଣ ଦ୍ଵାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜ୍ଞାନକୁ ଶୁଦ୍ଧ ସୁବର୍ଣ୍ଣର ବିନିମୟରେ କିଣି ପାରିବ ନାହିଁ। ଜ୍ଞାନକୁ କିଣିବା ପାଇଁ ପୃଥିବୀରେ ଏତେ ରୂପା ମହଜୁଦ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।